ଗ୍ୟାସ୍‌ ଟାଙ୍କି ଫାଟି ସ୍ତ୍ରୀ-ସ୍ବାମୀ ଗୁରୁତର

ଖୋର୍ଦ୍ଧା ଅଫିସ,୨।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ନୂଆଗଡ଼ ପଞ୍ଚାୟତ କୃଷ୍ଣପୁର ଗ୍ରାମରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଗ୍ୟାସ ଟାଙ୍କି ଫାଟି ସ୍ତ୍ରୀ – ସ୍ବାମୀ ଗୁରୁତର ହୋଇଛନ୍ତି। ସ୍ବାମୀଙ୍କ ନାମ ତପନ ପ୍ରଧାନ ଏବଂ ସ୍ତ୍ରୀ ଗୀତାଞ୍ଜଳି। ଦୁଇଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏମାନଙ୍କୁ ବଞ୍ଚାଇବାକୁ ଯାଇ ତପନଙ୍କ ସାନ ଭାଇ ତୋଫାନଙ୍କ ହାତ ପୋଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

ସ୍ତ୍ରୀଙ୍କୁ ହତ୍ୟାକରି ଶାଶୁଶ୍ୱଶୁରଙ୍କୁ ଭିଡିଓକଲ୍‌ରେ ଦେଖାଇଲେ ଜ୍ୱାଇଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବାଗଲକୋଟ୍‌, ୨୯।୭:କର୍ନାଟକର ବାଗଲକୋଟ୍‌ ଜିଲାରେ ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ୩୨ ବର୍ଷୀୟା ସ୍ତ୍ରୀ ଭାଗ୍ୟଶ୍ରୀ ଜିଗାଲୁରଙ୍କୁ କାଠଫାଳିଆରେ ମାଡ଼ ମାରିବା ପରେ ଶାଢ଼ିରେ…

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri