ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ

ଚିକିଟି,୧୯ା୧୧(ଡି.ଏନ୍‌.ଏ.)- ଚିକିଟି ବ୍ଲକ ଗିରିସୋଲା ପଞ୍ଚାୟତ କୃଷ୍ଣନଗର ଗ୍ରାମରେ ସୋମବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି। ପର୍ଶୁ ଦାସଙ୍କ ସ୍ତ୍ରୀ ବାସନ୍ତି ରୋଷେଇ କରୁଥିବାବେଳେ ଗ୍ୟାସ ସିଲିଣ୍ଡରରେ ନିଅଁା ଲାଗି ଯାଇଥିଲା। ବାସନ୍ତି ଓ ପରିବାର ଲୋକେ ବାହାରକୁ ଦୌଡି ପଳାଇଯିବା ପରେ ଘରେ ଥିବା ଟିଭି, ଫ୍ରିଜ୍‌ ଓ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିଲା। ଗ୍ରାମବାସୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri