ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ବାସୁଦେବପୁର,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ ଜଳିଯାଇଛି। ରୋଷେଇ ପାଇଁ ଗ୍ୟାସ ଲଗାଯାଉଥିବାବେଳେ ଗ୍ୟାସ ଲିକ୍‌ ହୋଇ ଏହି ଅଘଟଣ ଘଟିଛି। ତେବେ କେନ୍ଦ୍ରରେ ଉପସ୍ଥିତ ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଳ୍ପକେ ରକ୍ଷା ପାଇ ଯାଇଥିବାବେଳେ ସମସ୍ତ କାଗଜପତ୍ର ଜଳିଯାଇଛି। ପ୍ରକାଶ ଯୋଗ୍ୟ ଯେ, କେନ୍ଦ୍ରଟି ଏକ ଚାଳଘରେ ଭଡ଼ାସୂତ୍ରରେ ଚାଲୁଥିଲା। ଘଟଣାର ତଦନ୍ତ ପାଇଁ ସିଡିପିଓ ଜାନକୀ ଦାସ ନିର୍ଦ୍ଦେଶ ଦେବା ପରେ ସୁପରଭାଇଜର ରୁକ୍ମିଣୀ ମହାଳିକ ଘଟଣାସ୍ଥଳକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…

ଟିମ କୁକ୍‌ଙ୍କ ବାର୍ଷିକ ଆୟ ୫୨୫ କୋଟି, ଏବେ ତାଙ୍କର କେତେ ସମ୍ପତ୍ତି? ଶୁଣିଲେ ଆଶ୍ଚର୍ଯ୍ୟ ହେବେ

ଓ୍ବାଶିଂଟନ,୨୧।୪: ବିଶ୍ୱର ସବୁଠାରୁ ମୂଲ୍ୟବାନ କମ୍ପାନୀ ମଧ୍ୟରୁ ଗୋଟିଏ ଆପଲରୁ ଏକ ବଡ଼ ଖବର ଆସିଛି। ଆପଲର ଏକ ଯୁଗ ଶେଷ ହେବାକୁ ଯାଉଛି। ଆପଲର ସିଇଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri