ବେଗୁନିଆପଡା,୧୫।୬(ଡି.ଏନ.ଏ.)-କୋଦଳା ଥାନା ଫାସି ଗ୍ରାମରେ ଶନିବାର ଗ୍ୟାସ୍ ଲିକ୍ରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କେଦାର ଦଳେଇଙ୍କ ସ୍ତ୍ରୀ ଦମୟନ୍ତୀ। ଦମୟନ୍ତୀ ସନ୍ଧ୍ୟାରେ ନିଜ ରୋଷେଇ ଘରେ ଗ୍ୟାସ୍ରେ ଅଗ୍ନି ସଂଯୋଗ କଲା ବେଳେ ହଠାତ ନିଆଁ ନିର୍ଗତ ହୋଇ ଚାରିଆଡେ ବ୍ୟାପୀଯାଇଥିଲା। ଦମୟନ୍ତୀ ପାଟି କରି ବାରିପଟକୁ ଚାଲି ଆସିଥିଲେ। କିନ୍ତୁ ସେତେବେଳକୁ ତାଙ୍କର ମୁହଁ, ହାତ ଆଦି ପୋଡ଼ିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
ମୁକୁଳା ଡ୍ରେନ୍ରେ ପଡ଼ିଛି ଗାଈ
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

