ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ବର୍ତ୍ତମାନ ବାଲେଶ୍ୱର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜଙ୍ଗଲରେ ଫରେଷ୍ଟର କିଶୋର ଚନ୍ଦ୍ର ଭୂୟାଁଙ୍କ ସମେତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ କାର୍ଯ୍ୟରତ ଥିଲେ। ତେବେ ପୂର୍ଣ୍ଣଚନ୍ଦ୍ର ପାଟ୍ରୋଲିଂ କରୁଥିବା ସମୟରେ ପାଞ୍ଚଟି ଗୟଳ ତାଙ୍କ ଆଡ଼କୁ ଆସିଥିଲେ। ତେବେ ଚାରୋଟି ଗୟଳ ଚାଲିଯାଇଥିବା ବେଳେ ଏକ ଗୟଳ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri