ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri