ଘର ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୬।୧: ରାୟଗଡ଼ା ସହର ଓଏମ୍‌ପି ପ୍ରଥମ ଗଳିରେ ଘର ତାଲା ଭାଙ୍ଗି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ନେହେରୁ ନଗର ତୃତୀୟ ଲାଇନ୍‌ର ଓଏମ୍‌ପି ନିକଟରେ ଶିକ୍ଷକ ରବି. ରାଜେଶଙ୍କ ଘରୁ ଏହି ଚୋରି ହୋଇଛି। ଗତ ୧୪ ତାରିଖରେ ଗୁଣୁପୁର ପୋଙ୍ଗଲ ପାଳନ ପାଇଁ ରାଜେଶ ସପରିବାର ଗୁଣୁପୁର ଯାଇଥିଲେ। ଏହାପରେ ଗୁରୁବାର ଆସି ଦେଖିଲାବେଳକୁ ୮ ଭରି ସୁନା ୨୦ ହଜାର ଟଙ୍କା ନଗଦ ଚୋରି ହୋଇଛି। ଗ୍ରୀଲ୍‌ ଏବଂ ଆଲମିରା ଭାଙ୍ଗି ଚୋରି ଦୁର୍ବୃତ୍ତମାନେ ସର୍ବସ୍ବ ଲୁଟି ନେଇଛନ୍ତି। ଏନେଇ ଟାଉନ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ: ଆମେରିକା ଏୟାରବେସ୍‌ ଉପରେ ଆକ୍ରମଣ କଲା ଇରାନ

ତେହରାନ,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

Iran New Leader: ଖାମେନେଇଙ୍କ ପୁଅ ହେଲେ ଇରାନର ନୂଆ ସୁପ୍ରିମ ଲିଡର, ଆମେରିକାରେ ହାଇ ଆଲର୍ଟ!

ତେହରାନ୍‌,୧।୩: ଖାମେନେଇଙ୍କ ପୁଅ ହେଲେ ଇରାନର ସୁପ୍ରିମ ଲିଡର। ମୁଜତାବା ହୋସେନି ଖାମନେଇ ହେଲେ ଇରାନର ନୂଆ ନେତା। ଖାମେନେଇଙ୍କ ପୁଅ ହେଲେ ମୁଜତାବା। ଏୟାର ଷ୍ଟ୍ରାଇକରେ…

Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ

ତେହରାନ୍‌,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇଙ୍କ ହତ୍ୟାକୁ ନେଇ ଟ୍ରମ୍ପ କଲେ ବଡ଼ ଘୋଷଣା, ବିଶ୍ୱରେ ଚହଳ

ତେହରାନ,୧।୩: ଇସ୍ରାଏଲ ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇଙ୍କ ମୃତ୍ୟୁ ଦାବି କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନିଜେ ଖାମନେଇଙ୍କ ମୃତ୍ୟୁ ଦାବି କରିଛନ୍ତି। ଆମେରିକାର…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri