ଘର ତାଲା ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୧୬।୧: ରାୟଗଡ଼ା ସହର ଓଏମ୍‌ପି ପ୍ରଥମ ଗଳିରେ ଘର ତାଲା ଭାଙ୍ଗି ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ନେହେରୁ ନଗର ତୃତୀୟ ଲାଇନ୍‌ର ଓଏମ୍‌ପି ନିକଟରେ ଶିକ୍ଷକ ରବି. ରାଜେଶଙ୍କ ଘରୁ ଏହି ଚୋରି ହୋଇଛି। ଗତ ୧୪ ତାରିଖରେ ଗୁଣୁପୁର ପୋଙ୍ଗଲ ପାଳନ ପାଇଁ ରାଜେଶ ସପରିବାର ଗୁଣୁପୁର ଯାଇଥିଲେ। ଏହାପରେ ଗୁରୁବାର ଆସି ଦେଖିଲାବେଳକୁ ୮ ଭରି ସୁନା ୨୦ ହଜାର ଟଙ୍କା ନଗଦ ଚୋରି ହୋଇଛି। ଗ୍ରୀଲ୍‌ ଏବଂ ଆଲମିରା ଭାଙ୍ଗି ଚୋରି ଦୁର୍ବୃତ୍ତମାନେ ସର୍ବସ୍ବ ଲୁଟି ନେଇଛନ୍ତି। ଏନେଇ ଟାଉନ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ ସତର୍କତା: ଗୁଡ଼ାରି ‘ମା’ ଗୃହ’ରେ ୧୯ ଗର୍ଭବତୀ, ପ୍ରଶାସନର ‘ଜିରୋ କାଜୁଆଲଟି’…

ଗୁଡ଼ାରି, ୨୭।୧୦(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ…

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦ: ମେଣ୍ଢିପାଲି ସ୍କୁଲରେ ତାଲା, ଛାତ୍ରଛାତ୍ରୀଙ୍କ ସହ ଧାରଣାରେ ଗ୍ରାମବାସୀ

ଦେବଗଡ଼, ୨୭।୧୦(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଥିବା ଏକମାତ୍ର ବିଜ୍ଞାନ ଶିକ୍ଷକଙ୍କ ବଦଳିକୁ ନେଇ ଅସନ୍ତୋଷ। ତାଙ୍କ ସ୍ଥାନରେ ଅନ୍ୟ କୌଣସି ବିଜ୍ଞାନ ଶିକ୍ଷକଙ୍କୁ ନିଯୁକ୍ତି ନଦେବା…

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?