ଘରକୁ ଘର କରୋନା ସମ୍ପର୍କିତ ଚିହ୍ନଟ କାର୍ଯ୍ୟକ୍ରମ

କେନ୍ଦୁଝର, ୧୩ା୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି । ଏନେଇ ସୋମବାର କେନ୍ଦୁଝର ପୌରାଞ୍ଚଳରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ବିଭିନ୍ନ ଓ୍ବାର୍ଡରେ ଘରକୁ ଘର ବୁଲି ପ୍ରତ୍ୟେକ ଘରେ ସଦସ୍ୟାସଦସ୍ୟଙ୍କ ତଥ୍ୟ ସଂଗ୍ରହ କରାଯାଇଛି । ଏହି ସର୍ଭେ କାର୍ଯ୍ୟ ୫ଦିନ ମଧ୍ୟରେ ଶେଷ ହେବ ବୋଲି କୁହାଯାଇଛି। ଏହି କାର୍ଯ୍ୟର ନୀରିକ୍ଷଣ କରିବା ପାଇଁ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ନେଇ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି । କେନ୍ଦୁଝର ପୌରାଞ୍ଚଳର ୬ଟି ଜୋନ୍‌ରେ ସର୍ଭେ ପାଇଁ ସମୁଦାୟ ୬୭ଟି ଟିମ ଗଠନ କରାଯାଇଛି । ପ୍ରତ୍ୟେକ ଟିମ୍‌ରେ ଜଣେ ଆଶା/ଏଏନଏମ ଦିଦି ଓ ଜଣେ ଶିକ୍ଷୟତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରତ୍ୟେକ ଟିମ ଦୈନିକ ୫୦ ଘର ବୁଲି ତଥ୍ୟ ସଂଗ୍ରହ କରିବେ । ଏଭଳି କାର୍ଯ୍ୟକ୍ରମ ଗ୍ରାମାଞ୍ଚଳରେ ପୂର୍ବରୁ ଆରମ୍ଭ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?