ବାଲିଅନ୍ତା,୩୧ା୧୨(ଡି.ଏନ୍.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଏମ୍ପିଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ ଓ ଭିଙ୍ଗାରପୁର ମଣ୍ଡଳ ସଭାପତି ସଞ୍ଜୟ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ପ୍ରତାପରୁଦ୍ରପୁର, ଜୟଦେବ, ସରକଣା, କାକରୁଦ୍ରପୁର ଆଦି ପଞ୍ଚାୟତର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ଦାବିପତ୍ର ପ୍ରଦାନ କରିଥିଲେ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ସହାୟତା ଦିଆଯାଇ ନାହିଁ। ପାଖରେ ଟଙ୍କା ନ ଥିବାରୁ ଭଙ୍ଗାଘର ମରାମତି ହୋଇପାରୁ ନାହିଁ। ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ଚିହ୍ନଟ କରି ସହାୟତା ଦେବାକୁ ସେମାନେ ଦାବି କରିଛନ୍ତି।
Posted inଆଞ୍ଚଳିକ ଖବର, ଖୋର୍ଦ୍ଧା View All
କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…
ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ
ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…
ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…
ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର
ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…
ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼
କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…
ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ
ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…
କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା
ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…
ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା
ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…
Archives

