ବାଲିଅନ୍ତା,୩୧ା୧୨(ଡି.ଏନ୍.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଏମ୍ପିଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ ଓ ଭିଙ୍ଗାରପୁର ମଣ୍ଡଳ ସଭାପତି ସଞ୍ଜୟ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ପ୍ରତାପରୁଦ୍ରପୁର, ଜୟଦେବ, ସରକଣା, କାକରୁଦ୍ରପୁର ଆଦି ପଞ୍ଚାୟତର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ଦାବିପତ୍ର ପ୍ରଦାନ କରିଥିଲେ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ସହାୟତା ଦିଆଯାଇ ନାହିଁ। ପାଖରେ ଟଙ୍କା ନ ଥିବାରୁ ଭଙ୍ଗାଘର ମରାମତି ହୋଇପାରୁ ନାହିଁ। ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ଚିହ୍ନଟ କରି ସହାୟତା ଦେବାକୁ ସେମାନେ ଦାବି କରିଛନ୍ତି।
Posted inଆଞ୍ଚଳିକ ଖବର, ଖୋର୍ଦ୍ଧା View All
ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?
ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…
ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ
ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…
ଦ୍ରୁତଗତିରେ ଆସି ଗ୍ୟାରେଜ୍ରେ ପଶିଗଲା ଥାର୍, ଆଉ ତା’ପରେ..
ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍ ଆତଙ୍କ। ଦ୍ରୁତଗତିରେ ଏକ ଥାର୍ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…
ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ
ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍ ବର୍ଷାପବନ…
ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ପ୍ରସ୍ତାବ ଖାରଜ କଲେ ସରକାର
ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍…
ଅଧରାତିରେ ବାଣପୁର ଥାନାରେ ଉନ୍ମତ୍ତକାଣ୍ଡ: ପୋଲିସ ହାଏ ହାଏ ସ୍ଲୋଗାନ ଦେଲେ ଯୁବକ
ବାଣପୁର,୨୧।୫(ଦିଲ୍ଲୀପ କୁମାର ସ୍ବାଇଁ): ବୁଧବାର ଅଧରାତିରେ ବାଣପୁର ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠି ପୋଲିସ ପାଖକୁ ଯିବାକୁ ସାଧାରଣ ଲୋକେ ଡରନ୍ତି କିନ୍ତୁ ବିଳମ୍ବିତ…
ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା
ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…
ପୋଖରୀରୁ ମିଳିଲା ହାତୀ ଛୁଆର ମୃତଦେହ , ଘଟଣାସ୍ଥଳରେ ବନବିଭାଗ
ନିରାକାରପୁର ୨୦।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ ପଞ୍ଚାୟତ ଜଙ୍କିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମ ପୋଖରୀରୁ ବୁଧବାର ସକାଳୁ ଏକ…
Archives

