ଘରେ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆପ୍ ଲଞ୍ଚ କଲେ ଗୋଆ ସରକାର

ପଣଜୀ,୫ ।୪: କରୋନା ସଂକ୍ରମଣ କାରଣରୁ ଯେଉଁମାନେ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଗୋଆ ସରକାର ଜିପିଏସ୍ ବେସ୍‌ଡ ଲୋକେଶନ ଟ୍ରାକର “କୋଭିଡ ଲୋକେଟର” ଆପ୍ ଲଞ୍ଚ କରିଛନ୍ତି । ଫଳରେ କ୍ୱାରାଣ୍ଟାଇନରେ ଥିବା ଲୋକେ ଆଉ ସହଜରେ ଖସି ଯାଇ ପାରିବେ ନାହିଁ ବୋଲି କୁହାଯାଉଛି । ଏହାଦ୍ୱାରା କରୋନା ସଂକ୍ରମଣକୁ ଅନେକାଂଶରେ କମ୍ କରାଯାଇ ପାରିବ ବୋଲି କୁହାଯାଉଛି । ଏହି ଆପ୍ ଆଣ୍ଡ୍ରଏଡ୍ ଫୋନର ପ୍ଲେ ଷ୍ଟୋରକୁ ଯାଇ ଡାଉନଲୋଡ କରିହେବ ବୋଲି କହିଛନ୍ତି ଗୋଆ ସ୍ୱାସ୍ଥ୍ୟମନ୍ତ୍ରୀ । ସୂଚନାଯୋଗ୍ୟ, ଗୋଆରେ ଏବେ ୭ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪ରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?