ଘରେ ପଶିଲା ଆଳୁ ବୋଝେଇ ଟ୍ରକ: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ବର୍ତ୍ତିଲେ ସ୍ବାମୀ

କେସିଙ୍ଗା,୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କନ୍ତେସିର ଗ୍ରାମର ଜାତୀୟ ରାଜପଥ ୨୬ ନିକଟରେ ଥିବା ଏକଘର ଭିତରେ ଶନିବାର ସକାଳେ ଆଳୁ ବୋଝେଇ ଟ୍ରକ ପଶିଯାଇଥିଲା। ଏଥିରେ ମନ୍ଦନୀ ରଣାଙ୍କ (୫୬) ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମନ୍ଦନୀ ରଣାଙ୍କ ସ୍ବାମୀ ମୋହନ ରଣା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଉକ୍ତ ୧୨ଚକିଆ ଆଳୁ ବୋଝେଇ ଟ୍ରକ ବଲାଙ୍ଗୀରରୁ କେସିଙ୍ଗା ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ମୋହନଙ୍କ ଘର ଭିତରକୁ ପଶି ଯାଇଥିଲା। କେସିଙ୍ଗା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଡ୍ରାଇଭର ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri