ଘରେ ପଶିଲା ପାଣି, ଆଦିବାସୀ ଲୋକେ ହିନସ୍ତା

କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ବୋଦାପଳସା ପଞ୍ଚାୟତର ସଦର ପଡ଼ା ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାଣି ଘରେ ପଶିଯାଇଥିବା ଦେଖିବାକୁ ମିଳିଛି। ଆଦିବାସୀ ଲୋକଙ୍କ ଘରେ ପାଣି ପଶୁଥିବାରୁ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାଣି ପଶି ମୀନା ମୁଣ୍ଡାଙ୍କ ଘର କାନ୍ଥ ଧରାଶାୟୀ ହୋଇ ଯାଇଥିବାରୁ ପରିବାର ଲୋକ ବହୁ ଅସୁବିଧାରେ ରହୁଥିବା ସେ ଅଭିଯୋଗ କରିଛନ୍ତି। ମୁଣ୍ଡ ଗୁଞ୍ଜିବାକୁ ଘର୍‌ ନ ଥିବାରୁ ବହୁ ଅସୁବିଧାରେ ରହୁଛନ୍ତି। ସେହିପରି ଶରତ ମୁଣ୍ଡାଙ୍କ ଘରେ ପାଣି ପଶି ଯାଇଥିବାରୁ ବିପଦ ପୂର୍ଣ୍ଣ ଅବସ୍ଥାରେ ରହିଛନ୍ତି। ତୁରନ୍ତ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri