ଘରେ ବନ୍ଦୀ ହୋଇ ରହୁଛନ୍ତି କରୋନା ଯୋଦ୍ଧାଙ୍କ ୭ ବର୍ଷର ଶିଶୁ

ଭିଲଓ୍ବାରା,୧୪।୪: ରାଜସ୍ଥାନର ସରୋଜ କୁମାର କନଷ୍ଟେବଳ ଭାବେ କାମ କରନ୍ତି। ଏବେ ସେ କରୋନା ଯୋଦ୍ଧା ଭାବେ ନିଜର କାର୍ଯ୍ୟରେ ଯୋଗ ଦେଉଥିବା ବେଳେ ନିଜର ୭ ବର୍ଷ ଶିଶୁକୁ ଘରେ ତାଲା ପକାଇ ଯାଉଥିବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। କରୋନା ଭାଇରସ ଏବେ ସାରା ଦେଶରେ କାୟା ବିସ୍ତାର କରିଥିବା ବେଳେ ଏବେ ଏହାସହ ଲଢିବାକୁ କରୋନା ଯୋଦ୍ଧା ସାଜିଛନ୍ତି ଡାକ୍ତର, ନର୍ସ, ପୋଲିସ ଆଦି। ସରୋଜ କନଷ୍ଟେବଳ ହୋଇଥିବା ବେଳେ ତାଙ୍କ ସ୍ବାମୀ ଜଣେ କମ୍ପାଉଣ୍ଡର। ସେ ବି କରୋନା ଯୋଦ୍ଧା ତାଲିକାରେ ଆସୁଛନ୍ତି। ରାତି ପାହିଲେ ଏହି ଦମ୍ପତି ନିଜ ନିଜ ଡ୍ୟୁଟିରେ ବାହାରୁଥିବା ବେଳେ ଘରେ ରହୁଥିବା ଏକମାତ୍ର ୭ ବର୍ଷର ଝିଅ ଦିକ୍ଷିତାକୁ ସେମାନେ ତାଲା ପକାଇ ଚାଲି ଯାଉଛନ୍ତି। ମୁଖ୍ୟ ଉଦ୍ଦେଶ୍ୟ ଝିଅକୁ କରୋନାଠାରୁ ଦୂରେଇ ରଖିବା ଓ ଅନ୍ୟପଟେ ଦେଶସେବା କରିବା। ମାତାପିତାଙ୍କର କାମକୁ ନେଇ ଝିଅ ଗର୍ବ କରୁଥିବା ବେଳେ ଦିନସାରା ଘରେ ରହି ଟେଲିଭିଜନ ଦେଖିବା ପଢାପଢି କରିବାରେ ସେ ବ୍ୟସ୍ତ ରହୁଛନ୍ତି ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri