ଭଦ୍ରକ ଅଫିସ, ୨୯ା୩- ଲକ୍ଡାଉନ୍ ପରିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ନେହେରୁ ଷ୍ଟାଡିୟମରେ ପରିବା ଦୋକାନରେ କିଣାବିକାରେ ଶୃଙ୍ଖଳା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ଆର୍ଏମ୍ସି ମାର୍କେଟରେ ମାଛ, ମାଂସ ବିକ୍ରୟ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ଭିଡ଼କୁ ନଜରରେ ରଖି ଲୋକେ ଗ୍ରସେରି ସାମଗ୍ରୀ ଏବଂ ଯେଉଁମାନେ ଖାଦ୍ୟ ମଗାଇ ଖାଇବାକୁ ଚାହାନ୍ତି ସେମାନଙ୍କ ପାଇଁ ନିର୍ଦ୍ଧାରିତ ଦୋକାନର ଫୋନ ନମ୍ବର ଜନସାଧାରଣଙ୍କୁ ଅବଗତ କରାଯାଇଛି। ଜନସାଧାରଣ ବାହାରକୁ ବାହାରି ଅଯଥା ଗ୍ରସେରି ଦୋକାନ ଆଗରେ ଭିଡ଼ ନ କରିବାକୁ କୁହାଯାଇଛି। ଲକ୍ଡାଉନ୍ ଆଇନର ଅମାନ୍ୟ ହେଲେ ପ୍ରଶାସନ କଠୋର ପଦକ୍ଷେପ ନେବ ବୋଲି ମଧ୍ୟ ସୂଚନା ଦିଆଯାଇଛି।
‘ଘରେ ଯୋଗାଇ ଦିଆଯିବ ରାଶନ, ଖାଦ୍ୟ’ ନିର୍ଦ୍ଦେଶନାମା ଜାରି କଲା ପ୍ରଶାସନ
Posted inଆମ ଜିଲା ଖବର, କରୋନା ଭାଇରସ୍, ଭଦ୍ରକ View All
ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…
ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…
କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ
କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…
ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା
ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡ଼ିଂ ଲାଇଭହୁଡସ୍…
ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…
ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…
ଚଳନ୍ତା କାର୍ରେ ନିଆଁ
ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…
Archives

