ଘରେ ଶୋଇଥିବା ବେଳେ ବ୍ୟକ୍ତିଙ୍କୁ ହତ୍ୟା, ପୋଲିସ କରୁଛି ଛାନଭିନ୍‌

ମୁନିଗୁଡ଼ା,୧୮।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଅମ୍ବାଦଳା ଥାନା କାଞ୍ଚନଭଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ରାତିରେ ସୁନ୍ଦରଫୁଲ ଗୌଡ଼(୪୬) ତାଙ୍କ ଘରେ ଶୋଇଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ଜଣାପଡିଛି। ସୁନ୍ଦରଫୁଲଙ୍କ ପାଟି ଶୁଣି ପରିବାର ଲୋକେ ଆସି ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ି ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଅମ୍ବାଦଳା ଥାନା ଅଧିକାରୀ ବନ୍ଦନା ନାୟକ ଓ ମୁନିଗୁଡା ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତାଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଏବଂ ରାୟଗଡାରୁ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ତେବେ ପାରିବାରିକ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?