ଘରୋଇ ଉପାୟରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନର ଅତ୍ୟାଧୁନିକ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ପ୍ରାୟ ସମସ୍ତଙ୍କଠାରେ ଗ୍ୟାସ୍‌ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାରୁ ଛୋଟ ପିଲା ମଧ୍ୟ ବାଦ୍‌ ପଡ଼ୁ ନାହାନ୍ତି। ଅନେକେ ଏହି ଗ୍ୟାସ୍‌ ସମସ୍ୟାର ମୁକ୍ତି ପାଇବା ଲାଗି ବିଭିନ୍ନ ଔଷଧ ବ୍ୟବହାର କରିଥାନ୍ତି। ମାତ୍ର ଘରୋଇ ଉପାୟରେ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ । ଜାଣନ୍ତୁ ସେ ସମ୍ପର୍କରେ…

ଡାଲ୍‌ଚିନି: ଡାଲ୍‌ଚିନି ଗ୍ୟାସ୍‌ ସମସ୍ୟାକୁ ଦୂର କରିଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ଗରମ ପାଣିରେ କିଛି ଡାଲ୍‌ଚିନି ପାଉଡର ମିଶାଇ ପିଅନ୍ତୁ। ଆପଣ ଚାହିଁଲେ ଏଥିରେ ମହୁ ପକାଇ ମଧ୍ୟ ପିଇ ପାରିବେ। ଏପରି କରିବା ଦ୍ୱାରା ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ।

ଅଦା:  ଅଦା, ଅଳେଇଚ ଓ ସମାନ ପରିମାଣର ପାନମଧୁରୀ ନେଇ ପାଣିରେ ମିଶାଇ ପିଅନ୍ତୁ । ଚାହିଁଲେ କିଛି ହେଙ୍ଗୁ ପକାଇ ମଧ୍ୟ ପିଇ ପାରିବେ।

ଲେମ୍ବୁ ପାଣି ଓ ବେକିଂ ସୋଢ଼ା: ଅଳ୍ପ ଲେମ୍ବୁରସରେ କିଛି ପାଣି ଓ ଅଳ୍ପ ବେକିଂ ସୋଡ଼ା ମିଶାଇ ପିଇବା ଫଳରେ ଗ୍ୟାସ୍‌ ସମସ୍ୟା ତୁରନ୍ତ ଦୂର ହୋଇଥାଏ।

ରସୁଣ: ରସୁଣରେ ଥିବା ତତ୍ତ୍ୱ ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ଦେଇଥାଏ। ଅଳ୍ପ ରସୁଣ ପାଖୁଡାକୁ ପାଣିରେ ପକାଇ ଫୁଟାଇ ସେଥିରେ ଗୋଲ ମରିଚ ପାଉଡର, ଜିରା ମିଶାଇ ଛାଣି ଦିଅନ୍ତୁ। ପରେ ଥଣ୍ଡା ହେଲା ପିଅନ୍ତୁ । ଦେଖିବେ ଗ୍ୟାସ ସମସ୍ୟା ଦୂର ହୋଇଯିବ।

ପାନମଧୁରୀ: ଗ୍ୟାସ୍‌ ସମସ୍ୟାରୁ ମୁକ୍ତି ପାଇବା ଲାଗି ପାନମଧୁରୀ ଓ ଜୁଆଣିକୁ ମଧ୍ୟ ଚୋବାଇ ଖାଇ ପାରିବେ। ଏଭିଳି କରିବା ଫଳରେ ଗ୍ୟାସ୍‌ ସମସ୍ୟାରୁ ତୁରନ୍ତ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?