ଘରୋଇ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସିତ ହେବେ ଥଣ୍ଡା, ଜ୍ୱର ରୋଗୀ; କରୋନା ଲକ୍ଷଣ ଦେଖାଦେଲେ ୧୦୪କୁ ଜଣାଇବେ ଡାକ୍ତରଖାନା କର୍ତ୍ତୃପକ୍ଷ

ଭୁବନେଶ୍ୱର, ୭।୪( ବ୍ୟୁରୋ): ଥଣ୍ଡା, ଜ୍ୱର କିମ୍ବା ଫ୍ଲୁ ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ଉକ୍ତ ରୋଗୀମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ୧୦୪କୁ ଜଣାଇବେ। ରାଜ୍ୟରେ ଥିବା ସମସ୍ତ ଘରୋଇ ହସ୍ପିଟାଲ ଓ ନର୍ସିହୋମ୍‌ ପାଇଁ ଏହା ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ପୂବର୍ର୍ାହ୍ନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri