ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୧୫୨୪ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୧୨୪୧ ଏବଂ ଭାଜପାର ପୃଥ୍ବୀରାଜ କୁଅଁରଙ୍କୁ ୯୪୧ ଭୋଟ ମିଳିଛି। ସେହିପରି ଆନନ୍ଦପୁର ନିର୍ବାଚନ ମଣ୍ଡଳୀରେ କଂଗ୍ରେସର ଜୟଦେବ ଜେନା ୯୦୪, ବିଜେଡିର ଭାଗିରଥୀ ସେଠୀ ୧୨୯୪ ଓ ଭାଜପାର ଆଲୋକ ସେଠୀ ୪୧୦ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri