Posted inଜାତୀୟ

ଘାଘରା ନଦୀରେ ଡଙ୍ଗା ବୁଡ଼ି ଘଟଣା: ୪ମହିଳା ନିଖୋଜ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ସନ୍ଥକବୀରନଗର ଜିଲାରେ ଥିବା ଘାଘରା ନଦୀର ରାମବାଗ ଘାଟରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ନଦୀରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ସେଥିରେ ଥିବା ୪ମହିଳାଙ୍କ ସମେତ ୧୮ଜଣ ବ୍ୟକ୍ତି ବୁଡିଯାଇଥିଲେ। ଖବରପାଇ ଘଟଣାସ୍ଥଳରେ ଏସ୍‌ଡିଏମ୍‌, ପୋଲିସ ଓ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ଅନ୍ୟ ୧୪ଜଣଙ୍କୁ ଉଦ୍ଧାର କରିଛନ୍ତି। ହେଲେ ଏବେ ପର୍ଯ୍ୟନ୍ତ ୪ମହିଳାଙ୍କ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟପଟେ ଉଦ୍ଧାରକାରୀ ଦଳ ସେମାନଙ୍କୁ ଖୋଜିବାକୁ ଉଦ୍ୟମ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ…

ରେଲୱେ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ଯାତ୍ରୀ ହନ୍ତସନ୍ତ: ଯଥାଶୀଘ୍ର ସମାଧାନ ପାଇଁ ଡିଆରଏମ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯।୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନରେ ବିଭିନ୍ନ ସମସ୍ୟା ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବାର ସମ୍ମୁଖୀନ ହେଉଛନ୍ତି।ଏହି ଷ୍ଟେଶନର ପ୍ଲାଟ…

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…

କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri