ଘୁଙ୍ଗୁଡି ହେଉଥିଲେ..

ଅଧିକାଂଶ ବକ୍ତିଙ୍କର ଶୋଇବା ସମୟରେ ନିଶ୍ୱାସ ପ୍ରଶ୍ୱାସରେ ବାଧା ସୃଷ୍ଟି ହୋଇ ଘୁଙ୍ଗୁଡି ହୋଇଥାଏ। ଏହା ଯେକୌଣସି ବୟସର ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଥିଲେ ମଧ୍ୟ ବୟସ ବଢିଲେ ଏହା ବଢିଥାଏ। ଏହା ଶରୀର ପାଇଁ କ୍ଷତିକାରକ ବୋଲି ନିକଟରେ ନ୍ୟୁୟର୍କ ବିଶ୍ୱବିଦ୍ୟାଳୟରେ ହୋଇଥିବା ଗବେଷଣାରୁ ଜଣାପଡିଛି। ତେବେ ଔଷଧ ସେବନ ଅପେକ୍ଷା ଏହାକୁ ଘରୋଇ ଉପାୟରେ ବି ଠିକ୍‌ କରିହେବ।
-ରାତିରେ ଶୋଇବା ପୂର୍ବରୁ ନିୟମିତ ଏକ ଚାମଚ ହଳଦୀ ସହ ଅଳ୍ପ ମହୁ ମିଶାଇ ଖାଇଲେ ଘୁଙ୍ଗୁଡି ସମସ୍ୟା ଦୂର ହୋଇଥାଏ।
– ରାତିରେ ଅଳ୍ପ ଉଷୁମ ଥିବା ଏକ ଗ୍ଲାସ ପାଣି ନିୟମିତ ପିଇଲେ ଅଳ୍ପ ଦିନ ମଧ୍ୟରେ ଘୁଙ୍ଗୁଡି କମି ଯାଇଥାଏ।
-ସୋରିଷ ତେଲ ସହ ରସୁଣ ଫୁଟାଇ ସବୁଦିନ ରାତିରେ ଏହି ତେଲକୁ ମଥାରେ ଲଗାଇ ଶୋଇଲେ ଆରାମ ମିଳିଥାଏ।
-ଶୋଇବା ପୂର୍ବରୁ ପାଟିରେ ବା ନାକରେ ୨ଟୋପା ପୋଦିନା ତେଲ ପକାଇଲେ ଘୁଙ୍ଗୁଡି ବନ୍ଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?