Posted inଜାତୀୟ

ଘୁଞ୍ଚିଲା ପ୍ରିୟଙ୍କାଙ୍କ ଭାଇ ବାହାଘର

ମୁମ୍ବାଇ,୩୦।୪: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବିବାହ ତାରିଖ ଘୁଞ୍ଚି ଯାଇଛି। ଚଳିତ ସପ୍ତାହରେ ଏହା ହେବାକୁ ଥିବା ବେଳେ ଏବେ କିନ୍ତୁ ଆଉ ଏକ ଶୁଭ ମହୁରତ ଖୋଜୁଛନ୍ତି ପ୍ରିୟଙ୍କାଙ୍କ ମା’ ମଧୁ ଚୋପ୍ରା। କାରଣ ପ୍ରିୟଙ୍କାଙ୍କ ଭାଉଜ ତଥା ସିଦ୍ଧାର୍ଥଙ୍କ ପ୍ରେମିକା ଇସିତା କୁମାରଙ୍କର ଏକ ଜରୁରୀ ସର୍ଜରୀ କରିବାକୁ ପଡିବାରୁ ଏହି ବିବାହ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri