Posted inଜାତୀୟ

ଘୂର୍ଣ୍ଣି ଝଡ଼ ତାଣ୍ଡବ: ୩ ରାଜ୍ୟରେ ୩୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୭।୪: ଦେଶର ବିଭିନ୍ନ ରାଜସ୍ଥାନ ମଧ୍ୟପ୍ରଦେଶ ଏବଂ ଗୁଜରାଟରେ ଘୂର୍ଣ୍ଣିଝଡ଼ ତାଣ୍ଡବ ରଚିଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ଘଟିଛି। କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସହିତ କୁଆପଥର ବର୍ଷା ହୋଇଛି। ରାଜସ୍ଥାନରେ ଏଥିରେ ୯ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମଧ୍ୟପ୍ରଦେଶରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଗୁଜରାଟରେ ୯ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ପବନରେ ଉଦୟପୁରରେ ୮ଶହ ବିଦ୍ୟୁତ୍‌ ଖୁଣ୍ଟ ଏବଂ ୭୦ ଟ୍ରାନ୍ସଫରମର କ୍ଷତିଗ୍ରସ୍ତ ହୋଇଛି। ସେହିପରି ଏଠାରେ ରେଳଓ୍ବେ ଷ୍ଟେଶନର ୩ଟି ଛାତ ପବନରେ ଉଡ଼ି ଯାଇଥିବା କୁହାଯାଉଛି। ବୁଧବାର ପୁଣି ଫୂର୍ଣ୍ଣିଝଡ଼ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ଫୋନ୍‌ କଲା ଭାରତ, ଆଲୋଚନା ମଧ୍ୟରେ ଘଟିଲା…ବିଶ୍ୱରେ ଚହଳ

  ନୂଆଦିଲ୍ଲୀ,୧୧।୩: ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଇରାନ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଜୟଶଙ୍କର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ…

ଏହି ଦିନ ଆସିବ ପିଏମ୍‌ କିଷାନର ୨୨ତମ କିସ୍ତି

ନୂଆଦିଲ୍ଲୀ,୧୧ା୩(ପି.ଟି.):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ)ର ୨୨ତମ କିସ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୩ ତାରିଖରେ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାକୁ ଡିଜିଟାଲି ଟ୍ରାନ୍ସଫର କରିବେ। ୯.୩୨…

ରୋଷେଇ ଘରେ ଯୁଦ୍ଧ ଯନ୍ତ୍ରଣା

ନୂଆଦିଲ୍ଲୀ(ପି.ଟି./ଏଜେନ୍ସି)/ ଭୁବନେଶ୍ୱର(ରବିନାରାୟଣ ଜେନା),୧୧ା୩: ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲ୍‌ ପକ୍ଷରୁ ମିଳିତ ଆକ୍ରମଣ ଯୋଗୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଜଳପଥ ଦେଇ ପ୍ରାକୃତିକ ବାଷ୍ପ ଭାରତକୁ…

ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…

ନୂଆଦିଲ୍‌ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି…

ଏବେ ହିଁ କରନ୍ତୁ ଗ୍ୟାସ୍‌ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ…

ଯୁଦ୍ଧ ଭିତରେ ଚାଇନାକୁ ନେଇ ଭାରତ କଲା ଏମିତି ଘୋଷଣା, ଚମକି ପଡିଲା ଆମେରିକା!

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ଚାଇନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର କ୍ୟାବିନେଟ ଚାଇନାରୁ ଏଫଡିଆଇ (ପ୍ରତ୍ୟକ୍ଷ ବିଦେଶୀ…

ଲକ୍ଷେ ଦେଇ ସ୍ତ୍ରୀକୁ ମାରିବାକୁ ସୁପାରୀ, ୩ଥର ବିଷ ଦେଇ ମାରିବାକୁ ଚେଷ୍ଟା କରିବା ପରେ…

ମୁମ୍ବାଇ,୧୦ା୩: ମହାରାଷ୍ଟ୍ରର ବୁଲଧାନା ଜିଲାରୁ ଏକ ଘଟଣା ସାମ୍ନାକୁ ଆସିଛି ଯାହା ସ୍ୱାମୀ-ସ୍ତ୍ରୀଙ୍କ ପବିତ୍ର ସମ୍ପର୍କକୁ ଲଜ୍ଜିତ କରିଛି । ଜଣେ ଶିକ୍ଷକ ସ୍ୱାମୀ ତାଙ୍କ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri