Posted inଜାତୀୟ

ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଲେ କନିଆ

ଭୋପାଳ,୧୬।୫: ଦେଶରେ ନାରୀ ନିର୍ଯାତନା ବଢ଼ିବାରେ ଲାଗିଛି। ତେବେ ମହିଳାମାନଙ୍କୁ ସଶକ୍ତ ହେବାର ବାର୍ତ୍ତା ଦେଇଛନ୍ତି ଜଣେ କନିଆ। ସେ ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଘଟିଛି ଏପରି। ସ୍ଥାନୀୟ ବାପୁ କଲୋନୀ ଜାହାଙ୍ଗୀରବାଦ୍‌ରେ ବାସ କରୁଥିବା ୨୨ ବର୍ଷ ବୟସ୍କା କନିଆ ମନାଲି ମେହରୋଲିଆ ଏଭଳି କରି ନାରୀ ସଶକ୍ତିକରଣ ପାଇଁ ଆହ୍ବାନ ଦେଇଛନ୍ତି। ବିବାହ ମଣ୍ଡପରେ ବର କୁଣାଳ ଚାମ୍ବରିଆ ମନାଲିଙ୍କ ପ୍ରତୀକ୍ଷା କରିଥିବା ଦେଖିବାକୁ ମିଳିଥିଲା। ନାରୀ ନିର୍ଯାତନା ବିରୋଧରେ ସ୍ବର ଉତ୍ତୋଳନ କରିବା ତାଙ୍କର ମୁଖ୍ୟ ଲକ୍ଷ୍ୟ ବୋଲି ମନାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ

ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍‌ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri