ଘୋଡାହାଡ଼ ନଦୀରେ ବୁଡ଼ି ଯୁବକ ମୃତ

ପାଟପୁର,୯ା୩- ପାଟପୁର ଥାନା ଜଲମରା ଗ୍ରାମ ନିକଟ ଘୋଡାହାଡ଼ ନଦୀରେ ବୁଡ଼ି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସେ ହେଲେ ପଳାସପୁର ଗ୍ରାମର ଟୁକୁନା ନାଇକ (୩୦) l ଟୁକୁନା ଅପରାହ୍ନ ୩ଟାରେ ନଦୀକୁ ଗାଧୋଇବାକୁ ଯାଇ ଅସାବଧାନତା କାରଣରୁ ପାଣି ଭିତରକୁ ଚାଲିଯାଇଥିଲେ। ଖବର ପାଇ ଦିଗପହଣ୍ଡି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ବହୁ ଖୋଜା ଖୋଜି ପରେ ଟୁକୁନାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପାଟପୁର ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାର ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri