ଘୋଷଣା ପୂର୍ବରୁ ଲକ୍‌ ଡାଉନ, ଲୋକେ ହଇରାଣ

କେନ୍ଦୁଝର,୨୪।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ଗତ ସୋମବାରଠାରୁ ଲକ୍‌ଡାଉନ କରାଯାଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଦୋକାନ ବନ୍ଦ କରିଦେବା ସହ ସହରରେ ଯାତାୟାତ ଉପରେ କଟକଣା ଲାଗୁ କରିବା ଫଳରେ ଅପ୍ରସ୍ତୁତ ଲୋକେ ହଇରାଣ ହେଉଛନ୍ତି। ଏଭଳି ପ୍ରଶାସନିକ ନିଷ୍ପତ୍ତିକୁ କେତେକ ସ୍ବାଗତ କରିଥିଲେ ହେଁ ବିନା ପୂର୍ବ ସୂଚନାରେ ବନ୍ଦ କରାଯିବା ଅନେକଙ୍କୁ ବ୍ୟଥିତ କରିଛି। ଯାତ୍ରୀବାହି ଗାଡି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଥିବାରୁ ବାହାରୁ ଆସିଥିବା ଲୋକ ମାନେ ଘରକୁ ଫେରି ପାରୁନାହାନ୍ତି। ସେହିପରି ଗ୍ରୋସରି ଦୋକାନରେ ସାମଗ୍ରୀ ଶେଷ ହୋଇଯାଇଥିବା ବେଳେ କଟକଣା କାରଣରୁ ଗୋଦାମରୁ ମାଲ ଆଣି ପାରି ନ ଥିବାରୁ ଦୋକାନ ଗୁଡ଼ିକ ବନ୍ଦ କରିଦେଉଛନ୍ତି। ଫଳରେ ରାଶନ ସାମଗ୍ରୀ ଅଭାବ ଦେଖାଦେଉଥିବାରୁ ଗ୍ରାହକ ଅସନ୍ତୋଷ ବଢୁଛି। ଗ୍ରୋସରି, ପନିପରିବା, ଔଷଧ, କ୍ଷୀର ଭଳି ଅତି ଆବଶ୍ୟକ ସାମଗ୍ରୀ ପାଇଁ ଲୋକମାନଙ୍କୁ ଯାତାୟାତ କରିବାକୁ ଅନୁମତି ମିଳିଛି। ପ୍ରଶାସନ ପକ୍ଷରୁ ମଙ୍ଗଳବାର ଲୋକଙ୍କୁ ସଚେତନ କରିବା ସହ ଆବଶ୍ୟକତା ନ ଥିଲେ ଘରୁ ନ ବାହାରିବାକୁ ମାଇକରେ ପ୍ରଚାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri