ଚଉ କାଠ ଜବତ, ୨ ଗିରଫ

ବଇଣ୍ଡା,୩।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାର ଖେମୁଣ୍ଡି ଜଙ୍ଗଲରେ ରବିବାର ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୦ ହଜାର ଟଙ୍କାର ଶାଳ ଚଉକାଠ ଜବତ କରାଯାଇଛି। ଏହି ଘଟଣାରେ କିଶୋରନଗର ଥାନା କରଡିଂବାହାଳ ଗ୍ରାମର ଦୁଃଖିଶ୍ୟାମ ବାଦି, ରେଢାଖୋଲ ଥାନା କଳିନ୍ଦର ଗ୍ରାମର ଅଜୟ ପ୍ରଧାନଙ୍କୁ ଗିରଫ କରାଯାଇଛି। ଏଥିସହିତ ସେମାନଙ୍କ ନିକଟରୁ ଏକ କରତ, ଟାଙ୍ଗିଆ, ଲୁହା ପଦାର୍ଥ ବନବିଭାଗ ଜବତ କରିଛି। ସେମାନେ ଉକ୍ତ ଜଙ୍ଗଲରୁ ଶାଳ ଚଉକାଠ କାଟୁଥିବାବେଳେ ଖବରପାଇ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା, ଫରେଷ୍ଟର ନନ୍ଦକିଶୋର ତ୍ରିପାଠୀ, ସଞ୍ଜୟ କୁମାର ବେହେରା, ଦୀପ୍ତିରଞ୍ଜନ ବିଶ୍ୱାଳ, ଫରେଷ୍ଟର ଗାର୍ଡ ସନ୍ତୋଷ କୁମାର ନାୟକଙ୍କ ସମେତ ଏକ ଟିମ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri