ଚକୁଳି ପଞ୍ଚାୟତରେ ସାମାଜିକ ଦୂରତ୍ୱ ରକ୍ଷା କରି ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସରଣ୍ଡା,୬ା୪(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ କାରୋନା ସଂକ୍ରମଣକୁ ନେଇ ଆଶଙ୍କା ବଢ଼ିଚାଲିଛି। ଏଥିପାଇଁ ରାଜ୍ୟ ସରକାର ହିତାଧିକାରୀଙ୍କ ଘରକୁ ପିଡିଏସ ଚାଉଳ ଯୋଗାଣ ପାଇଁ କହିଥିବା ବେଳେ ସ୍ଥାନୀୟ ଚକୁଳି ପଞ୍ଚାୟତରେ ଦିନକୁ ୪୦/୫୦ ଜଣ ହିତାଧିକାରୀଙ୍କୁ ସାମାଜିକ ଦୂରତ୍ୱ ରଖି ପିଡିଏସ ସାମଗ୍ରୀ ବଣ୍ଟନ କରାଯାଉଛି। ହିତାଧିକାରୀ ମଧ୍ୟ ଏହି ନିୟମ ଅନୁସାରେ କରାଯାଇଥିବା ବୃତ୍ତ ଚିହ୍ନରେ ବ୍ୟାଗ୍‌ ରଖି ନିଜ ନମ୍ବର ଆସିବା ଯାଏ ଦୂରରେ ଅପେକ୍ଷା କରି ସାମଗ୍ରୀ ନେଉଛନ୍ତି। ଅତାବିରା ପୋଲିସ ପକ୍ଷରୁ ସୁରକ୍ଷାକର୍ମୀ ସୁଶାନ୍ତ ସାଏନ୍ତଙ୍କୁ ଏହି ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri