ଚକେଇସିଆଣି ଦୁର୍ଗାପୂଜା: ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ

ଭୁବନେଶ୍ୱର, ୨୯।୯ (ବ୍ୟୁରୋ):  ଚଳିତବର୍ଷ ୧୯ ବର୍ଷରେ ପଦାର୍ପଣ କରିଛି ଚକେଇସିଆଣି ଦୁର୍ଗାପୂଜା। ଏଥର ପୂଜା ବଜେଟ ୨୨ ଲକ୍ଷ ଟଙ୍କା ରହିଥିବାବେଳେ ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ। ଏଥିପାଇଁ ୪୦ କାରିଗର ନିୟୋଜିତ ହୋଇଥିବାବେଳେ ପାଖାପାଖି ୧୦ ଲକ୍ଷ ଖର୍ଚ୍ଚ ହେବ ବୋଲି ଚକେଇସିଆଣି ଦୁର୍ଗାପୂଜା ସମିତି ପକ୍ଷରୁ କୁହାଯାଇଛି। ଚୁଡ଼ି, ଲିଚୁରେ ୮୦ ଫୁଟ ଉଚ୍ଚ ଓ ୬୦ ଫୁଟ ଦୀର୍ଘବିଶିଷ୍ଟ ଏହି ତୋରଣ ତିଆରି ଚାଲିଛି। ଏଥିସହ ସାଢେ ୫ କିଲୋମିଟର ଅଞ୍ଚଳକୁ ରଙ୍ଗୀନ ଆଲୋକରେ ସଜାଯିବ। ୫ ବୃହତ୍ତ ଏଲ୍‌ଇଡି ତୋରଣ ସହ ଛୋଟ ବଡ଼ ଷ୍ଟ୍ରକ୍ଚର ଚୋରଣ ଅନ୍ୟତମ ଆକର୍ଷଣ ସାଜିବ। ମା’ଙ୍କର ୧୫ ଫୁଟ ଉଚ୍ଚର ମୃଣ୍ମୟୀ ମୂର୍ତ୍ତି ସହ ୨୦ ଫୁଟର ମେଢ ଶୋଭା ପାଇବ। ମା’ ଓ ପାଶର୍‌ବ ଦେବଦେବୀ ଚାନ୍ଦି ଅଳଙ୍କାରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମୁକୁଟଠାରୁ ଆରମ୍ଭ କରି ତ୍ରିଶୂଳ ଓ ଝରା ଆଦି ଚାନ୍ଦିରେ ତିଆରି ହୋଇଥିବା ପୂଜା କମିଟି ପକ୍ଷରୁ ନଟବର ସ୍ବାଇଁ, ପିଣ୍ଟୁ ରାଉତ ଓ ସଞ୍ଜୟ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri