ଚତୁର୍ଥ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ୭ଜଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪ରେ ପହଞ୍ଚିଛି। ବୁଧବାର ସୁଦ୍ଧା ୬୧୦ ନମୂନା ପରୀକ୍ଷାର ରିପୋର୍ଟ ଆସିଥିବା ବେଳେ ସେଥିରୁ ପଜିଟିଭ୍‌ ଅଛନ୍ତି ୪ଜଣ। ପ୍ରଥମ ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୫ ଥିବା ବେଳେ

ତୃତୀୟ ଆକ୍ରାନ୍ତଙ୍କ ସସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୧୨ ରହିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ଚତୁର୍ଥ ମାମଲା ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୭ ରହିଛି। ବିଭିନ୍ନ ଚିକିତ୍ସାଳୟରେ ୮୮ଜଣ କରୋନା ସନ୍ଦିଗ୍ଧ ପୃଥକାବାସରେ ରହୁଛନ୍ତି। ରାଜ୍ୟ ସରକାରଙ୍କ ପୋର୍ଟାଲ ଏବଂ ୧୦୪ନଂରେ ୧୫ହଜାର ୪୫ଜଣ ପଞ୍ଜିକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪୩୩୨ଜଣ ବିଦେଶ ଫେରନ୍ତା ରହିଛନ୍ତି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri