ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ନରେନ୍ଦ୍ର ପୁଷ୍କରିଣୀ

ପୁରୀ ଅଫିସ,୨।୪: ଆସନ୍ତା ୨୬ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା। ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ମହାପ୍ରଭୁଙ୍କ ସହ ଜଳ କ୍ରୀଡ଼ା କରିବେ ପଞ୍ଚ ମହାଦେବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱ ପାଚେରି ରଙ୍ଗ ଦିଆଯିବା କାମ ଚାଲିଛି। ପୋଖରୀ ଚତୁଃପାର୍ଶ୍ୱ ପାଚେରିକୁ ଘଷା ଯାଇ ସଫା କରାଯାଇଛି। ସେହିପରି ପୁଷ୍କରିଣୀ ଚତୁଃପାର୍ଶ୍ୱ ଦେବଦେବୀ ଏବଂ ଚକଡାରେ ମଧ୍ୟ ରଙ୍ଗା ଦିଆଯିବ । ଏଥିସହ ଅନ୍ୟାନ୍ୟ ଆନୁଷଙ୍ଗିକ କାମ ମଧ୍ୟ ହେବ। ଚିତ୍ରଶିଳ୍ପୀମାନେ ବିଭିନ୍ନ ପ୍ରକାର ଚିତ୍ର ମଧ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?