Posted inଜାତୀୟ

ଚନ୍ଦ୍ରଶେଖର ଆଜାଦ ଗଢିଲେ ନୂଆ ଦଳ

ଲକ୍ଷ୍ନୌ,୧୫।୩: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରବିବାର କାଶୀରାମଙ୍କ ଜୟନ୍ତୀ ଅବସରରେ ନିଜର ନୂଆ ରାଜନୈତିକ ଦଳ ଗଠନ କରିଛନ୍ତି। ତାଙ୍କ ନୂଆ ଦଳର ନାମ ରହିଛି ଆଜାଦ ସମାଜ ପାର୍ଟି(ଏଏସ୍‌ପି)। ଆସନ୍ତା ୨୦୨୨ରେ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ତାଙ୍କ ଦଳ ଏକାକି ଲଢିବ ବୋଲି ସେ କହିଛନ୍ତି। କେବଳ ସେତିକି ନୁହେଁ ବହୁମତରେ ବିଜୟ ଲାଭ କରି ସରକାର ଗଠନ କରିବ ବୋଲି ମଧ୍ୟ ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏହି ଅବସରରେ ଦଳର ପତାକା ମଧ୍ୟ ଜାରି କରାଯାଇଛି। ଆଲୋଚନା ହେଲାଣି କି ଚନ୍ଦ୍ରଶେଖରଙ୍କର ଏହି ଦଳ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ସହ ଟକ୍କର ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri