Posted inଜାତୀୟ

ଚନ୍ଦ୍ରାବାବୁଙ୍କ ଜନତା ଦରବାରକୁ ଭାଙ୍ଗିଲା ଜେସିବି

ଅମରାବତୀ,୨୬।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ଦ୍ୱାରା ନିର୍ମିତ ବିଲ୍ଡିଂ ପ୍ରଜା ବେଦିକାର ଭଙ୍ଗା କାର୍ଯ୍ୟ କାରି ରହିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଠାରେ ଚନ୍ଦ୍ରାବାବୁଙ୍କ ଶାସନ ସମୟରେ ଜନତା ଦରବାର ବସୁଥିଲା। ଏହାର ନିର୍ମାଣ ନଦୀ କୂଳରେ ପରିବେଶ ନିୟମକୁ ଉଲ୍ଲଂଘନ କରାଯାଇ ହୋଇଥିବା କୁହାଯାଉଛି। ଏହାକୁ ଭାଙ୍ଗିବା କାର୍ଯ୍ୟରେ ଜେସିବି, ୬ ଟ୍ରକ୍‌ ଏବଂ ୩୦ ଶ୍ରମିକ ନିୟୋଜିତ ଅଛନ୍ତି। ଏହାକୁ ବିପକ୍ଷ ନେସାଙ୍କ ସରକାର ଆବାସ ଭାବେ ଘୋଷଣା କରିବାକୁ ଚନ୍ଦ୍ରାବାବୁ ସରକାରଙ୍କ ଅନୁରୋଧ କରିଥିଲେ। ତେବେ ଜଗନ ଏହାକୁ ମାନି ନ ଥିଲେ। ଚନ୍ଦ୍ରାବାବୁଙ୍କ ଆସବାବପତ୍ର ବାହାରେ ଫିଙ୍ଗା ଯାଇଥିବା ଟିଡିପି ନେତା ଅଭିଯୋଗ କରିଛନ୍ତି। ରାଜ୍ୟ ନଗରପାଳିକା ମନ୍ତ୍ରୀ ବୋତ୍ସା ସତ୍ୟନାରାୟଣ କହିଛନ୍ତି ଜଗନଙ୍କ ପ୍ରତି କରାଯାଇଥିବା ବ୍ୟବହାରର ପ୍ରତିଶୋଧ ଚନ୍ଦ୍ରାବାବୁଙ୍କଠାରୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri