ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ ଉପସ୍ଥିତିରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା। ପୂଜକ ଚମ୍ପେଶ୍ୱର ମିଶ୍ର, ବିପିନ ମିଶ୍ର, ସତ୍ୟ ମିଶ୍ର ପ୍ରମୁଖ ସକାଳେ ତିନି ଠାକୁରଙ୍କୁ ସ୍ନାନ ବେଦୀକୁ ଆଣିବା ପରେ ପୂଜାର୍ଚ୍ଚନା କରାଯାଇ ସ୍ନାନପୂର୍ଣ୍ଣିମା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ପ୍ରାୟ ୨ ଘଣ୍ଟା ଠାକୁରଙ୍କ ନାନାଧି ବିଧି ଅନୁସାରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା। ପୂଜକମାନେ ସ୍ନାନବେଦୀରେ ପୂଜାର୍ଚ୍ଚନା କରିଥିଲେ। କରୋନା ମହାମାରୀ ଯୋଗୁ ସାମାଜିକ ଦୂରତା ଓ ମାସ୍କ ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇ ଏହି ସ୍ନାନ ପୂର୍ଣ୍ଣିମା ସମ୍ପାଦନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ବରିଷ୍ଠ ସଦସ୍ୟ ସତ୍ୟବାନ କର, ଧିରେନ ଦାସ ଓ ତ୍ରିଲୋଚନ କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri