ଚର୍ଚ୍ଚାରେ ପ୍ରିୟା ପ୍ରକାଶ

ମୁମ୍ବାଇ: ‘ଓ୍ବଙ୍କ୍‌ ଗର୍ଲ’ ପ୍ରିୟା ପ୍ରକାଶ ତାଙ୍କର ଆଖି ମାରିବା ଷ୍ଟାଇଲ୍‌ ଯୋଗୁ ରାତାରାତି ପ୍ରସିଦ୍ଧି ଲାଭ କରିଥିଲେ। ଏଥିସହିତ ପ୍ରିୟା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରୁହନ୍ତି। ଆଜିକାଲି ସେ ତାଙ୍କର ସୁନ୍ଦର ସୁନ୍ଦର ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ଯାହାକୁ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରୁଛନ୍ତି।

ପ୍ରିୟା ତାଙ୍କ ଇନ୍‌ଷ୍ଟାଗ୍ରାମରେ କିଛି ଲାଟେଷ୍ଟ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ବୋଲ୍ଡ ଦେଖାଯାଉଛନ୍ତି। ଫଟୋ ଶେୟାର କରି ପ୍ରିୟା କ୍ୟାପଶନ ଲେଖିଛନ୍ତି, ମୋ’ ବେଷ୍ଟ ଫ୍ରେଣ୍ଡ ଏହି ଫଟୋ ଉଠାଇଛନ୍ତି। ପ୍ରିୟା ଶେୟାର କରିଥିବା କିଛି ଫଟୋରେ ତାଙ୍କ ବନ୍ଧୁଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ତେବେ ଏହି ବନ୍ଧୁ ଜଣକ କିଏ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri