ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଚର୍ଚ୍ଚାକୁ ଆସିଲେ ମହିଳା

ଆଲବାନି,୨୨।୮: ନ୍ୟୁୟର୍କରେ ଜଣେ ମହିଳା ଚଳନ୍ତା ଟ୍ରେନ୍‌ରେ ଫଟୋ ଶୁଟ୍‌ କରି ଆସିଛନ୍ତି ଚର୍ଚ୍ଚାକୁ। ଜେସିକା ଜର୍ଜ ନାମକ ଏହି ମହିଳା ଟ୍ରେନ୍‌ରେ ଯାତ୍ରା କରୁଥିବା ସମୟରେ ଅନ୍ୟ ପାସେଞ୍ଜରଙ୍କ ଉପସ୍ଥିତିରେ ଫଟୋ ଶୁଟ୍‌ କରିଥିଲେ। ସେ ଏହାର ଏକ ଭିଡିଓ ମଧ୍ୟ ପ୍ରସ୍ତୁତ କରି ନିଜ ଟୁଇଟର ଆକାଉଣ୍ଟରେ ଅପଲୋଡ କରିଥିଲେ। ଭିଡିଓଟିକୁ ଦେଖିବା ପରେ ଜେସିକାଙ୍କ ସାହସକୁ ଅନେକ ଲୋକ ପ୍ରଶଂସା କରିଥିବା ବେଳେ ଆଉ କେତେକ ଜେସିକାଙ୍କ ଏଭଳି କାର୍ଯ୍ୟକୁ ନିନ୍ଦା ମଧ୍ୟ କରିଛନ୍ତି। ତାଙ୍କର ଭିଡିଓଟିକୁ ପାଖାପାଖି ୮.୭ ମିଲିୟନ୍‌ ଭିୟ୍ୟୁଜ୍‌ ମିଳିଛି। ସୂଚନାଯୋଗ୍ୟ, ଗତ ରବିବାର ଜେସିକା ଉକ୍ତ ଫଟୋ ଶୁଟ୍‌ର ୫୭ ସେକେଣ୍ଡର ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri