ଚଳିତ ଆର୍ଥତ୍କ ବର୍ଷ ୫.୮%କୁ ଖସିବ ଜିଡ଼ିପି

ମୁମ୍ବାଇ,୫-୧୧: ସରକାରଙ୍କ ବିଭିନ୍ନ ପ୍ରଚେଷ୍ଠା ସତ୍ତ୍ୱେ ଚଳିତ ବର୍ଷ ପାର୍ବଣରେ ଚାହିଦା ମନ୍ଥର ରହିବାରୁ ଦେଶର ଜିଡ଼ିପି ଅଭିବୃଦ୍ଧି ଖସିବ। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଜିଡ଼ିପି୫.୮%କୁ ଖସିବ ବୋଲି ବ୍ୟାଙ୍କ ଅଫ୍‌ ଆମେରିକା ମେରିଲ୍‌ ଲିଞ୍ଚ ସୋମବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଚାଦିଦା ହ୍ରାସ ହେବା ଯୋଗୁ ଦେଶର ଜିଡ଼ିପି ଅଭିବୃଦ୍ଧି ୫ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଛି। ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ସରକାର ଏବଂ ରିଜର୍ଭ ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ୨୦୧୯-୨୦ ବର୍ଷ ଲାଗି ଜିିଡିପିି ଅଭିବୃଦ୍ଧି ଆକଳନକୁ ରିଜର୍ଭ ବ୍ୟାଙ୍କ ୬.୧%କୁ ଖସାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri