Posted inଜାତୀୟ

ଚଳିତ ଆର୍ଥିକ ବର୍ଷରେ ୬୨ ଲକ୍ଷରୁ ଅଧିକଙ୍କୁ ମିଳିଛି ନିଯୁକ୍ତି: ଇପିଏଫ୍‌ଓ

ନୂଆଦିଲ୍ଲୀ,୨୩।୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ନଭେମ୍ବର ସୁଦ୍ଧା ୬୨ ଲକ୍ଷ ୩୮ ହଜାରଙ୍କୁ ନୂତନ ନିଯୁକ୍ତି ମିଳିଛି। ୨୦୧୮-୧୯ରେ ଏହା ୬୧ ଲକ୍ଷ ୧୨ ହଜାର ଥିଲା ବୋଲି କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଚଳିତ ବର୍ଷ ନୂତନ ନିଯୁକ୍ତି ସଂଖ୍ୟା ପୁଣି ବଢ଼ିବ ବୋଲି ରିପୋର୍ଟରେ ସୂଚନା ଦିଆଯାଇଛି। ଚଳିତ ଆର୍ଥିକ ବର୍ଷର କେବଳ ନଭେମ୍ବର ମାସରେ ହିଁ ୧୧ ଲକ୍ଷ ୬୨ ହଜାର ନୂତନ ନିଯୁକ୍ତି ଦିଆଯାଇଛି। ୨୨ରୁ ୨୫ ବର୍ଷ ବୟସ୍କଙ୍କୁ ସର୍ବାଧିକ ୩ ଲକ୍ଷ ୯ ହଜାରଙ୍କୁ ନୂତନ ନିଯୁକ୍ତ ମିଳିଛି। ତେବେ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ, ୨୦୧୯ ସେପ୍ଟେମ୍ବରରୁ ଡିସେମ୍ବର ୪ ମାସ ମଧ୍ୟରେ ଦେଶରେ ବେରୋଜଗାରୀ ହାର ୭.୫ ପ୍ରତିଶତରେ ପହଞ୍ଚିଥିଲା। ସେହିପରି ଶିକ୍ଷିତଙ୍କ ମଧ୍ୟରେ ବେକାର ହାର ୬୦ ପ୍ରତିଶତ ହୋଇଥିବା ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ…

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri