Posted inକଟକ

ଚା’ ଦୋକାନ ସିଲ କଲା ପୋଲିସ

ଚୌଦ୍ୱାର,୧୮ା୫(ଡି.ଏନ୍‌.ଏ)-ଚୌଦ୍ୱାର କଳିଙ୍ଗ ଛକଠାରେ ଏକ ଚା’ଦୋକନକୁ ସୋମବାର ଚୌଦ୍ୱାର ପୋଲିସ୍‌ ସିଲ କରିଛି। ଜନୈକ ବ୍ୟକ୍ତିଙ୍କ ହାତରେ ପ୍ରବାସୀ ଓଡିଆ ସିଲ ବାଜିଥିବା ଜାଣି ସୁଦ୍ଧା ଉକ୍ତ ଚାହା ଦୋକାନୀ ତାଙ୍କୁ ଚା’ ପିଇବାକୁ ଦେଉଥିବା ସ୍ଥାନୀୟ ଲୋକେ ପୋଲିସ୍‌କୁ ଖବର ଦେଇଥିଲେ। ପରେ ପୋଲିସ ପହଞ୍ଚି ଉକ୍ତ ଦୋକାନକୁ ବନ୍ଦ କରି ଦେଇଥିବା ଜଣାପଡିଛି। ଅଗାମୀ ଦିନରେ ଏଭଳି କୌଣସି ଘଟଣା ନଜରକୁ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ପଦ୍ମନାଭ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଧରିତ୍ରୀ କାର୍ଯ୍ୟାଳୟରେ ଯୁବକଙ୍କ ଉନ୍ମତ୍ତକାଣ୍ଡ; ଫୁଟପାଥରେ ଯୁବକଙ୍କୁ ଘୋଷାଡ଼ି ପିଟିଲେ, ପଥରରେ ଛେଚିଲେ

କଟକ,୮।୫(କାର୍ତ୍ତିକ ସାହୁ): ବାଦାମବାଡ଼ି ଥାନା ଅନ୍ତର୍ଗତ ହାଇକୋର୍ଟ କଲୋନୀ ଛକ ତଥା ଧରିତ୍ରୀ କାର୍ଯ୍ୟାଳୟ ନିକଟରେ ଗୁରୁବାର ସନ୍ଧ୍ୟାରେ କେତେଜଣ ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସାମାନ୍ୟ…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି…

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ…

ମୋକିମଙ୍କ ଘରେ ଦିଲୀପ, ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୭।୪: ରାଜ୍ୟ ସଭା ଏମ୍‌ପି ଦିଲ୍ଲୀପ ରାୟ ସୋମବାର କଟକ ଗସ୍ତରେ ଆସି ବରିଷ୍ଠ ନେତା ମହମ୍ମଦ ମୋକିମ୍‌ଙ୍କୁ ଭେଟିଛନ୍ତି। ଏପରିକି ମୋକିମଙ୍କ ବାସଭବନରେ ଦିଲୀପ ବିଧାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri