ଚାଇନା ଇଟାଲି ପରେ ଏବେ କରୋନାର ନୂଆ ଠିକଣା ଆମେରିକା: ଡବ୍ଲ୍ୟୁଏଚ୍‌ଓ !

ଓ୍ବାଶିଂଟନ,୨୫।୩: ଚାଇନାରେ କରୋନା ତାଣ୍ଡବ ରଚିବା ପରେ ଇଟାଲି ମୁହାଁ ହୋଇଥିଲା। ଏବେ ଏହାର ନୂଆ ଠିକଣା ଆମେରିକା ପାଲଟିବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଏଠାରେ ୭୦୪ ଲୋକଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ନ୍ୟୁୟର୍କରେ ୨୧୦, ଓ୍ବାଶିଂଟନରେ ୧୨୩ ଏବଂ ଲୁସିଆନାରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ମାର୍ଚ୍ଚ ୪ଠାରୁ ଏଠାରେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ସେତେବେଳେ ପ୍ରତିଦିନ କରୋନା ସଂକ୍ରମିତଙକକ ସଂଖ୍ୟା ଏଠାରେ ପ୍ରତିଦିନ ୨୩ ପ୍ରତିଶତ ବୃଦ୍ଧି ପାଉଥିଲା। ତେବେ ମାର୍ଚ୍ଚ ୧୮-୧୯ରେ ସଂକ୍ରମିତଙ୍କ ସଂଖ୍ୟାରେ ଦିନ ପିଛା ୫୨ ପ୍ରତିଶତ ବୃଦ୍ଧି ପାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଗଲେ ଚାଇନା, ଇଟାଲି ପରି ଏଠାରେ ମଧ୍ୟ କରୋନା ତାଣ୍ଡବ ରଚିବ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି। ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ଆମେରିକା ଯୁଦ୍ଧପୋତରେ ୩ ସୈନିକଙ୍କଠାରେ କରୋନା ସଂକ୍ରମଣ ହୋଇଥିବା ଚିହ୍ନଟ କରାଯାଇଛି ବୋଲି ଆମେରିକା ନୌସେନାର କାର୍ଯ୍ୟନିର୍ବାହୀ ସଚିବ ଥୋମାସ ମୁଡଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri