Posted inଜାତୀୟ

ଚାଇନା ଉତ୍ପାଦ ବ୍ୟବହାର ନ କରିବାକୁ ଚାହୁଁଛନ୍ତି ୮୭ ପ୍ରତିଶତ ଭାରତୀୟ

ନୂଆଦିଲ୍ଲୀ, ୨୦।୬: ଗଲଓ୍ବାନ ଘାଟିରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ଭାରତୀୟଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇବାରେ ଲାଗିଛି। ଚାଇନାକୁ ଆର୍ଥିକ କ୍ଷେତ୍ରରେ ଦୁର୍ବଳ କରିବା ଲାଗି ୮୭ ପ୍ରତିଶତ ଭାରତୀୟ କୌଣସି ଚାଇନା ଉତ୍ପାଦ ଏକବର୍ଷ ପର୍ଯ୍ୟନ୍ତ ନ କିଣିବାକୁ ମନସ୍ଥ କରିଥିବା ଏକ ସ୍ଥାନୀୟ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ୯୭ ପ୍ରତିଶତ ଭାରତୀୟ ଚାଇନା ଉତ୍ପାଦ ବର୍ଜନକୁ ସମର୍ଥନ କରିଛନ୍ତି। ଚାଇନା ଉତ୍ପାଦ ଉପରେ ୨୦୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବଢ଼ାଇବା ଲାଗି ସର୍ଭେ ସମୟରେ ଲୋକେ କହିଛନ୍ତି। ରଏଟର ରିପୋର୍ଟ ଅନୁସାରେ ଭାରତ ସରକାର ୩୦୦ ଚାଇନା ଉତ୍ପାଦ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇଁ ଯୋଜାନା କରୁଛନ୍ତି। ଦେଶର ୨୩୫ ଜିଲାରେ ଏହି ସର୍ଭେ ହୋଇଥିବାବେଳେ ଏଥିରେ ୩୨ ହଜାର ଲୋକଙ୍କୁ ସାମିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri