ଚାଇନା ଗ୍ୟାସ ପ୍ଲାଣ୍ଟରେ ବିସ୍ଫୋରଣ: ୧୦ ମୃତ

ହେନାନ୨୦।୭: ଚାଇନାର ହେନାନରେ ଥିବା ଏକ ଗ୍ୟାସ ପ୍ଲାଣ୍ଟରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ବିସ୍ଫୋରଣରେ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ ଆହତ ହୋଇଥିବା ସୂଚନା ମିଳିଛି। ଚାଇନା ଗଣମାଧ୍ୟମର ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ପ୍ଲାଣ୍ଟ ନିକଟରେ ଥିବା ଘରର କବାଟ ଝରକା ପ୍ରାୟ ୩ କିଲୋମିଟର ପର୍ଯ୍ୟନ୍ତ ଛିଟିକି ଯାଇଥିଲା। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି। ଗତମାସରେ ମଧ୍ୟ ହେନାନରେ ଥିବା ଏକ ବାୟୋଟେକ ଓ୍ବାର୍କସପରେ ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri