Posted inଜାତୀୟ

ଚାଇନା ଦେଶର ୩ ସ୍ଥାନରେ କରିଛି ଜବର ଦଖଲ, ସତ କୁହନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୬।୬: ଚାଇନା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ରାହୁଲ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ମୋଦିଙ୍କୁ ଚାଇନା ବିବାଦକୁ ନେଇ ସତ କୁହନ୍ତୁ ବୋଲି କହିଛନ୍ତି। ଭିଡିଓ ଶେୟାର କରିବା ସହ ରାହୁଲ ପ୍ରଥମେ ଶହୀଦ ଯବାନଙ୍କୁ ସଲାମ କରିଛନ୍ତି। ସେ କହିଛନ୍ତି ପୁରା ଦେଶ ସେନା ଓ ସରକାରଙ୍କ ସହ ଅଛି। ହେଲେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କିଛିଦିନ ତଳେ ପ୍ରଧାନମନ୍ତ୍ରୀ କହିଥିଲେ ଦେଶର ଏକ ଇଞ୍ଚ ଜମି କେହିବି ନେଇ ନାହାନ୍ତି। ହେଲେ ଏବେ ଶୁଣିବାକୁ ମିଳୁଛି, ସାଟେଲାଇଟ ଚିତ୍ର କହୁଛି, ସେନାର ପୂର୍ବତନ ଜେନରାଲ କହୁଛନ୍ତି, ଲଦ୍ଦାଖ ବାସୀ କହୁଛନ୍ତି ଚାଇନା ଆମର ଗୋଟିଏ ନୁହେଁ ତିନି ତିନୋଟି ସ୍ଥାନ ନେଇ ସାରିଛି। ତେଣୁ ପ୍ରଧାନମନ୍ତ୍ରୀ ସତ କୁହନ୍ତୁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?