Posted inଖେଳ

ଚାଇନା ପାରା ବ୍ୟାଡ୍‌ମିଣ୍ଟନ: ସେମିଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି)-
ଚାଇନାର ୟୁହାଙ୍ଗ ହାଙ୍ଗଝୋଉଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚର ସ୍ଥିତି ୨୩-୨୫, ୨୧-୧୬ ଥିବାବେଳେ ପ୍ରମୋଦଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାରତର ନୀତେଶ କୁମାର ରିଟାୟର୍ଡ ହୋଇ ଯାଇଥିଲେ। ଫଳରେ ପ୍ରମୋଦଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ସେହିପରି ପ୍ରମୋଦ ଓ ଅନ୍ୟତମ ଭାରତୀୟ ଖେଳାଳି ମନୋଜ ସରକାରଙ୍କ ଯୋଡ଼ି ଡବଲ୍ସ କ୍ୱାର୍ଟର ଫାଇନାଲରେ ବାଇ ପାଇ ସେମିଫାଇନାଲରେ ପହଞ୍ଚତ୍ଛନ୍ତି। ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମିଫାଇନାଲ ଶନିବାର ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri