Posted inବରଗଡ଼

ଚାଇନା ପାର୍ସଲକୁ ନେଇ ଲୋକେ ଆତଙ୍କିତ

ବିନିକା,୨୪।୩(ଡି.ଏନ୍‌.ଏ.)-କରୋନା ଭାଇରସ୍‌ ନେଇ ବିଶ୍ୱବାସୀ ଆତଙ୍କିତ ଥିବା ବେଳେ ଭାରତ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ସୁବର୍ଣ୍ଣପୁର ଜିଲାର ବିନିକା ଉପ ଡାକଘରକୁ ଚାଇନାରୁ ଏକ ପାର୍ସଲ ଆସିଛି। ଏହା ଜଣାପଡିବା ପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିବା ବେଳେ ଲୋକଙ୍କ ମନରେ ଭୟ ଓ ଆତଙ୍କ ଖେଳିଯାଇଛି। ଏନେଇ ଡାକ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି ବୋଲି ବିନିକା ଉପ-ଡାକଘର ପୋଷ୍ଟମାଷ୍ଟର ତାରିଣୀ ରଞ୍ଜନ ଜେନା କହିଛନ୍ତି। ଚାଇନାରୁ ଆସିଥିବା ପାର୍ସଲଟି ବିନିକା ସହରର ଦିଲୀପ ସୁବୁଦ୍ଧିଙ୍କର ବୋଲି ଅର୍ଡର ହୋଇଥିବା ପାର୍ସଲରେ ଲେଖାଯାଇଥିବା ନାମ ଓ ଠିକଣାରୁ ଜଣାପଡିଛି। ଦିଲୀପଙ୍କର ବିନିକାରେ ଲକ୍ଷ୍ମୀ ମେଡିକାଲ ନାମରେ ଏକ ଔଷଧ ଦୋକାନ ରହିଛି। ତେବେ ବର୍ତ୍ତମାନ ପରିସ୍ଥିତିରେ ଏହି ପାର୍ସଲ ଗ୍ରହଣ କରିବାକୁ ମନା କରି ଦେଇଥିବା ଦିଲୀପ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri