ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !

ବେଜିଂ,୨୩।୩:

ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର ମିଛ କହୁଥିବା ଅନୁମାନ କରାଯାଉଛି । ଏନେଇ ଏବେ ଚର୍ଚ୍ଚା ଆରମ୍ଭ ହେଉଛି। ଚାଇନାରେ କରୋନା ସଂକ୍ରମଣ ଆରମ୍ଭ ହେବାଠାରୁ ଇତିମଧ୍ୟରେ କୋଟିଏ ୫୦ଲକ୍ଷ ମୋବାଇଲ୍‌ ୟୁଜର ହଠାତ୍‌ ନୀରବ ହୋଇଯାଇଛନ୍ତି। ସେମାନେ ନିୟମିତଭାବେ ନେଟ୍‌ଓ୍ବାର୍କ ସହିତ ଜଡ଼ିତ ରହିଥିଲେ। କାହିଁକି ସେମାନେ ମୋବାଇଲ ବ୍ୟବହାର ବନ୍ଦ କରିଛନ୍ତି ଏନେଇ ସେବା ପ୍ରଦାନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ ସେମାନଙ୍କ ପାଖକୁ କଲ୍‌ କରାଯିବା ପରେ ମଧ୍ୟ କୌଣସି ଊତ୍ତର ନ ମିଳିବା ଅବା ମୋବାଇଲ ନ ଉଠାଯିବାରୁ ସନ୍ଦେହ ବଢ଼ିବାରେ ଲାଗିଛି। ଏସବୁ ୟୁଜରମାନଙ୍କର ମୃତ୍ୟୁ ଘଟିଥିବା ଟେଲିକମ୍‌ ଅପରେଟରମାନେ ଅନୁମାନ କରୁଛନ୍ତି। ସେହିପରି ରାତିରେ ଉହାନର ବହୁ ଘରେ ଆଲୋକ ନ ଜଳିବା ଘଟଣା ସ୍ଥିତିକୁ ଅଧିକ ରହସ୍ୟମୟ କରି ଗଢ଼ି ତୋଳୁଛି। ଏସବୁ ଘଟଣାରୁ ଅନୁମାନ କରାଯାଉଛି ଯେ, ଚାଇନା ସରକାର ମୃତକଙ୍କୁ ନେଇ ଦେଇଥିବା ରିପୋର୍ଟ ସତ ନୁହେଁ। ତେବେ ଏନେଇ ବିଭିନ୍ନ ସଂସ୍ଥା ପକ୍ଷରୁ ସତ୍ୟ ଉନ୍ମୋଚନ ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri