Posted inଜାତୀୟ

ଚାଇନା ସୀମା ଉପରେ ଅଧିକ ନଜର ଆବଶ୍ୟକ: ନୂଆ ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୨ା୧: ଚାଇନା ସୀମା ଉପରେ ଅଧିକ ନଜର ରଖାଯିବା ଜରୁରୀ ବୋଲି ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ବୁଧବାର କହିଛନ୍ତି। ସବୁ ସମୟରେ ଆକ୍ରମଣ ପାଇଁ ପ୍ରସ୍ତୁତ ରହିବା ସେନାର ପ୍ରାଥମିକତା ହେବ। ଏଥିସହିତ ମାନବାଧିକାରକୁ ସମ୍ମାନ ଦେବା ଉପରେ ସେନା ସ୍ବତନ୍ତ୍ର ଧ୍ୟାନ ଦେବ ବୋଲି ନୂଆଦିଲ୍ଲୀରେ ଖବରଦାତାମାନଙ୍କ ସହ ଆଲୋଚନା ବେଳେ ସେନାଧ୍ୟକ୍ଷ କହିଛନ୍ତି। ଏହି ଅବସରରେ ସେ ଜାତୀୟ ଯୁଦ୍ଧ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଗାର୍ଡ ଅଫ୍‌ ଅନର ଗ୍ରହଣ କରିଥିଲେ। ଜେନେରାଲ ନରଓ୍ବଣେ ଭାରତର ୨୮ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଯେକୌଣସି ନିରାପତ୍ତାଜନିତ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହେବା ଲାଗି ସେନା ସମର୍ଥ। ଆମେ ଅତୀତରେ ଓ୍ବେଷ୍ଟର୍ନ ଫ୍ରଣ୍ଟ ଉପରେ ଅଧିକ ଧ୍ୟାନ ଦେଇଆସିଛେ। ଏବେ ନର୍ଦ୍ଦର୍ନ ଫ୍ରଣ୍ଟ ଉପରେ ସମାନ ଧ୍ୟାନ ଦିଆଯିବାର ସମୟ ଆସିଛି ବୋଲି ଜେନେରାଲ ନରଭନେ ଖବରଦାତାମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?