ଚାଇନା ସୀମାରେ ଓଡ଼ିଆ ଯବାନ ଶହୀଦ

ରାଇକିଆ,୧୭।୬(ଡି.ଏନ୍‌.ଏ.): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ଯବାନ ସଂଘର୍ଷରେ କନ୍ଧମାଳ ଜିଲା ରାଇକିଆ ଥାନା ବିୟରପାଙ୍ଗା ଅଞ୍ଚଳର ଜଣେ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଶହୀଦ ହୋଇଛନ୍ତି। ଏ ନେଇ ସରକାରୀ ସୂତ୍ରରୁ କୌଣସି ସୂଚନା ମିଳିପାରି ନାହିଁ। ବୁଧବାର ସକାଳୁ ଏହି ଖବର ପ୍ରଚାରିତ ପରେ ରାଇକିଆ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଚନ୍ଦ୍ରକାନ୍ତ ଗତ ଫେବଆରୀ ୧୩ ତାରିଖରେ ଲଦାଖରେ ଯୋଗ ଦେଇଥିଲେ । ସେ ଶହୀଦ ହୋଇଥିବା ନେଇ ତାଙ୍କ ଘର ଲୋକଙ୍କୁ ସରକାରୀ ସୂତ୍ରରୁ ସୂଚନା ମିଳି ନ ଥିଲେ ହେଁ ଚନ୍ଦ୍ରକାନ୍ତଙ୍କ ସେନା ବନ୍ଧୁଙ୍କ ଠାରୁ ଏହି ସୂଚନା ମିଳିଛି। ତାଙ୍କ ବାପା ଜଣେ ଚାଷୀ ହୋଇଥିବା ବେଳେ ପରିବାରରେ ଦୁଇ ଭାଇ ଏବଂ ଦୁଇ ଭଉଣୀ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri