ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା

ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.) : ପଟ୍ଟାମୁଣ୍ଡାଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର କର୍ମକର୍ତ୍ତାମାନେ ଭାରତ ଉପରେ ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ଏନେଇ ଗୁରୁବାର ମଧ୍ୟାହ୍ନରେ ଏଥିରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାଇଁ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଛକରେ ମହମବତୀ ଜାଳି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶା ମାଟି କନ୍ଧମାଳର ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ମୟୂରଭଞ୍ଜ ଜିଲାର ନାଥୁରାମ ସୋରେନଙ୍କ ଦେଶ ପ୍ରେମ ଅମର ରହେ ବୋଲି ସ୍ଲୋଗାନ ଦେଇଥିଲେ। ବିଶ୍ୱହିନ୍ଦୁ ପରିଷଦର ସମ୍ପାଦକ ପ୍ରତାପ ପାଢ଼ୀ, ରବିନ୍ଦ୍ର ମଲ୍ଲିକ, ସନାତନ ମହାନ୍ତି, ଚିରଞ୍ଜୀବ ସିୟ, ମନୋଜ ସାହୁ, ବିକାଶ କୁଣ୍ଡ, ପ୍ରଦୀପ ପ୍ରଧାନ, ପ୍ରମୋଦ ମଲ୍ଲିକ, ନିହାର ମଲ୍ଲିକ, ଆଲୋକ ମଲ୍ଲିକ ସମେତ ୩୦ ଜଣ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଗୁଡ଼ାରି ବ୍ଲକ ପ୍ରଶାସନ ସଜାଗ, ୯ ପଞ୍ଚାୟତରେ ନିଯୁକ୍ତ ହେଲେ ନୋଡାଲ ଅଧିକାରୀ

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଗତ ୨୫ ତାରିଖରୁ…

କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ

କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା…

ପୁଣି ବଦଳିବେ କଂସ ଅଭିନେତା: ଅଭିନୟରୁ ଅବ୍ୟାହତି ନେଲେ ସୁଶିଲ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ମାସ ୧୨ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି…

IPL 2027 ମିନି ନିଲାମ: ଏହି ଖେଳାଳିଙ୍କ ଉପରେ ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧୨:ଆଇପିଏଲ ୨୦୨୭ ପାଇଁ ଖେଳାଳିଙ୍କ ମିନି ନିଲାମ ଡିସେମ୍ବର ୧୬ରେ ଗୋଆରେ ଆୟୋଜିତ ହେବ। ଏହି ଦିନ ବେଙ୍ଗାଲୁରୁରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଦିନିକିଆ…

୫୫ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା ଚମତ୍କାର: ବଡ଼ କାରନାମା କଲେ ଏହି କ୍ରିକେଟର୍‌

ଲାହୋର,୨୬।୧୦: ଖରାପ ଫର୍ମ ଦେଇ ଗତି କରୁଥିବା ପାକିସ୍ତାନ କ୍ରିକେଟ ଦଳକୁ ଟ୍ରାଇ ସିରିଜ୍ରେ ମିଳିଛି ବଡ଼ ଆଶ୍ୱସ୍ତି। ସୋମବାର ଖେଳାଯାଇଥିବା ମୁକାବିଲାରେ ପାକିସ୍ତାନ ଇଂଲଣ୍ଡକୁ ମାତ୍ର…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ, ୮ ଟ୍ରେନ୍‌ ବାତିଲ କଲା SCoR

ଭୁବନେଶ୍ୱର, ୨୬ା୧୦: ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍‌ କୋଷ୍ଟ…

ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା ପୋତିପକାଇଲେ ଶୁଭେନ୍ଦୁ ଅଧିକାରୀ: କଲେ ଏମିତି ଅନୁରୋଧ

କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ରେଳମନ୍ତ୍ରୀ କେବଳ କଥାରେ ନୁହେଁ, ବରଂ କାମରେ ବିଶ୍ୱାସ…

ଦୁର୍ଭାଗ୍ୟଶାଳୀ ଏହି ୩ ଭାରତୀୟ ବ୍ୟାଟର: ୧୦ ବର୍ଷ ମଧ୍ୟରେ ୩ ଥର ଘଟିଛି ଏଭଳି ଘଟଣା

ନୂଆଦିଲ୍ଲୀ,୨୬।୧୦:ଭାରତ-ଏ ଓ ନ୍ୟୁଜିଲାଣ୍ଡ-ଏ ମଧ୍ୟରେ ପ୍ରଥମ ଅନୌପଚାରିକ ଟେଷ୍ଟ ମ୍ୟାଚ ଖେଳାଯାଉଛି। ନ୍ୟୁଜିଲାଣ୍ଡ ମାଟିରେ ଚାଲିଥିବା ଏହି ମୁକାବିଲାରେ ଭାରତୀୟ ବ୍ୟାଟର ଦେବଦତ୍ତ ପଡିକଲ ଦ୍ୱିଶତକଠାରୁ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?